ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି ଖଣ୍ଡଗିରି ମେଳା । ନାମ, ସଂକୀର୍ତ୍ତନ ମନ୍ତ୍ର ଯଜ୍ଞନରେ କମ୍ପିବ ଖଣ୍ଡଗିରି | ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଂଚିଛି । ପାହାଡର ପାଦଦେଶରୁ ଉପର ଯାଏଁ ପରିମଳ, ସଫେଇ, ସୌର୍ନ୍ଦ୍ୟକରଣ ଉପରେ ଗୁରୁତ୍ୱ ଦିଆଯାଇଛି । ଆଲୋକିକରଣ ସାଙ୍ଗକୁ ସୌର୍ନ୍ଦ୍ୟକରଣ ନେଇ ସମସ୍ତ ପ୍ରସ୍ତୁତି କରିଛି ବିଏମସି । ବାବାଙ୍କ ଆଖଡାରୁ ଦେବସଭା ସବୁଠି ଚଳଚଞ୍ଚଳ ହୋଇଛି । ରାଜ୍ୟ ତଥା ରାଜ୍ୟ ବାହାରୁ ଶହ ଶହ ସାଧୁ ସନ୍ଥ ରାଜଧାନୀରେ ପହଂଚି ସାରିଛନ୍ତି । ଭିଡ଼ ନିୟନ୍ତ୍ରଣ ପାଇଁ ପୁଲିସ ପକ୍ଷରୁ ସିସିଟିଭି ଓ ପାର୍କିଂ ଉପରେ ଗୁରୁତ୍ୱ ଦିଆଯାଇଛି ।






More Stories
ଝଡ଼ ବର୍ଷା:୮ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..
ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ….
୨ରୁ ଯୁକ୍ତ ଦୁଇ ଖାତାଦେଖା…..