ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବା ପାଇଁ ୩ ଦିନିଆ ଗସ୍ତରେ ଆସି ପହଞ୍ଚିଛନ୍ତି । ଓଡିଶାରେ ୧୭ ତାରିଖ ଯାଏଁ ସେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ। ୧୬ ତାରିଖରେ ବିଭିନ୍ନ ଜାତୀୟ ଏବଂ ଆଞ୍ଚଳିକ ରାଜନୈତିକ ଦଳ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ରାଜ୍ୟ ପଦାଧିକାରୀ, ଡିଇଓ, ଏସପି, ସିପି ଏବଂ ଆଇଜିଙ୍କ ସହ ମଧ୍ୟ ଆଲୋଚନା କରିବେ। ଏହାସହ ଇଭିଏମ୍ ସ୍ଥିତି, ବୁଥ୍ ସ୍ତରୀୟ ପ୍ରସ୍ତୁତି ସ୍ଥିତିର ମଧ୍ୟ ସମୀକ୍ଷା କରିବେ।






More Stories
କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ…..
ମା’ଙ୍କୁ ମାରି ପ୍ଲାଷ୍ଟର କରିଦେଲା ପୁଅ !…..
ଟାଣି ନେଲା କୁମ୍ଭୀର…..