ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆସ୍ଥା ଭୋଟରେ ବିଜୟୀ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ନିଜ ଆଡୁ ଆସ୍ଥା ଭୋଟ୍ ପ୍ରସ୍ଥାବ ଆଣି ଆଜି ଶକ୍ତି ପ୍ରଦର୍ଶନ କରିଛନ୍ତି କେଜ୍ରିୱାଲ। ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭାରେ ୬୩ ଆସନ ପାଇଛନ୍ତି। ଏହି ପ୍ରମାଣ ପରେ ବିଜେପି ସରକାରଙ୍କ ଉପରେ ପ୍ରବଳ ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ କେଜ୍ରିୱାଲ। ଆପ୍ ପୂଣ୍ୟର ରାଜନୀତି କରୁଛି, ବିଜେପି ପାପର ରାଜନୀତି କରୁଛି ବୋଲି କେଜ୍ରିୱାଲ କହିଛନ୍ତି।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ମମତାଙ୍କୁ ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି…..
ଇରାନ ଉପରେ ଆକ୍ରମଣ…..