ରିପୋର୍ଟ କାର୍ଡ / ବଲାଙ୍ଗୀର
କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଲୁଜାଙ୍କୁ ହତ୍ୟା ଧମକ ଘଟଣାର ପ୍ରତିବାଦରେ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳନ କରାଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ ଯାଏଁ ୧୨ ଘଣ୍ଟିଆ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ନଗର କଂଗ୍ରେସ ପକ୍ଷରୁ ଏହି ବନ୍ଦ ପାଳନ କରାଯାଇଛି। ବିଭିନ୍ନ ଶ୍ରେଣୀର ବୋର୍ଡ ପରୀକ୍ଷା ଚାଲିଥିବାରୁ ଶିକ୍ଷାନୁଷ୍ଠାନ ଏବଂ ଗାଡି ଚଳାଚଳକୁ ଏହି ବନ୍ଦରୁ ବାଦ ଦିଆଯାଇଛି। ହେଲେ କଣ୍ଟାବାଞ୍ଜି ସହରରେ ଦୋକାନବଜାର ବନ୍ଦ ରହିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..