ରିପୋର୍ଟ କାର୍ଡ / ଢେଙ୍କାନାଳ
ଆସନ୍ତାକାଲି ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା। ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମାଗାଦୀ ପୀଠକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ମହିମା ଭକ୍ତ ଓ ସାଧୁସନ୍ଥଙ୍କର ଆଗମନ ଆରମ୍ଭ ହୋଇଯାଇଛି। ବିଶ୍ୱର ମଙ୍ଗଳ କାମନା ଉଦ୍ଦେଶ୍ୟରେ ୨ ଦିନ ଧରି ଜଳିବ ଝାଡଦୀପ। ଏନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ସରିବା ସହିତ ଟ୍ରାଫିକ୍ ନିୟନ୍ତ୍ରଣ, ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। ଏବଂ ପରିସ୍ଥିତି ନିୟନ୍ତ୍ରଣ ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି |






More Stories
ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷା ମନ୍ତ୍ରୀ…..
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……