ରିପୋର୍ଟ କାର୍ଡ / କୋରାପୁଟ
ନାଲକୋ ସମ୍ପ୍ରସାରଣ କାମ ବେଳେ ରଡ୍ ପଡି ଦୁଇ ଜଣ ଠିକା ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ରଡ୍ ବାଇଣ୍ଡିଂ ଚାଲିଥିବାବେଳେ ଦୁର୍ଘଟଣା ଘଟିଛି। ଦୁଇ ଜଣ ଠିକା ଶ୍ରମିକଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ଶ୍ରମିକଙ୍କୁ ଉଦ୍ଧାର କରାଯାଇ ନାଲକୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେପଟେ ଦାମନଯୋଡି ପୋଲିସ ଓ ସିଆଇଏସଏଫ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।






More Stories
ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷା ମନ୍ତ୍ରୀ…..
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……