ରିପୋର୍ଟ କାର୍ଡ / ଭୁବନେଶ୍ୱର
ବନ୍ୟା, ବାତ୍ୟାଭଳି ପ୍ରାକୃତିକ ବିପର୍ଯ୍ୟୟ ଆସିଲେ ଆଗୁଆ ଜନସାଧାରଣଙ୍କ ସତର୍କ କରାଯିବ। ଏଥିପାଇଁ କଟକ-ଭୁବନେଶ୍ୱରରେ ଲାଗିବ ଅତ୍ୟାଧୁନିକ ସୂଚନା ପ୍ରଦାନ ରାଡାର। ୨୦୨୫ ସୁଦ୍ଧା ଆଡଭାନ୍ସ ଫ୍ଲଡ ୱାର୍ଣ୍ଣିଙ୍ଗ ସିଷ୍ଟମ୍ କଟକ ଓ ଭୁବନେଶ୍ୱରରେ କାର୍ଯ୍ୟକାରୀ ହେବ ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେହିପରି ଚଳିତ ବର୍ଷ ଶେଷ ସୁଦ୍ଧା ବାଲେଶ୍ୱର ଓ ସମ୍ବଲପୁରରେ ଡଫ୍ଲର ରାଡାର କାର୍ଯ୍ୟକ୍ଷମ ହେବ। ଏଥିପାଇଁ ସମ୍ବଲପୁରରେ ସମସ୍ତ ଉପକରଣ ପହଂଚିସାରିଛି। ଓଡ଼ିଶା ସବୁବେଳେ ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରିଥାଏ।






More Stories
ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷା ମନ୍ତ୍ରୀ…..
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……