ରିପୋର୍ଟ କାର୍ଡ / ଅମରାବତୀ
ବିଶାଖାପଟନମରୁ ଭବାନୀପାଟଣା ଆସୁଥିବା ଗୋଟିଏ ଯାତ୍ରିବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି। ଗାଡ଼ି ନମ୍ବର 08504 ବିଶାଖାପଟନମ ନିକଟ କତଵାଲାସା ନିକଟରେ ଟ୍ରାକ୍ରୁ ବାହାରି ଯାଇଥିଲା। ତେବେ ଟ୍ରେନର କୌଣସି ବଗି ନୁହେଁ, ବରଂ ଇଞ୍ଜିନ ଅଳ୍ପ ବେଗରେ ଥିବା ବେଳେ ଲାଇନଚ୍ୟୁତ ହୋଇଥିବାରୁ କୌଣସି ବଡ଼ ଅଘଟଣ ଘଟି ନାହିଁ। ଇଞ୍ଜିନ ଲାଇନଚ୍ୟୁତ ହୋଇଥିବାରୁ ଟ୍ରେନର ଜଣେ ଲୋକୋ ପାଇଲଟ ସାମାନ୍ୟ ଆହତ ହୋଇଛନ୍ତି।






More Stories
ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ କଳଙ୍କ ନୁହେଁ…..
ଆସୁଛି ବଡ଼ ବର୍ଷା: ଓଡ଼ିଶାରେ ୧୧ରୁ…..
ଉଜ୍ଜ୍ବଳା ଯୋଜନାରେ ବର୍ଷକୁ ୪ ସିଲିଣ୍ଡର…..