ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ସାଧାରଣ ନିର୍ବାଚନ ସହ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ସହ ଆଦର୍ଶ ଆଚରଣ ବିଧି ଲାଗୁ ହେବ। ଏହାପୂର୍ବରୁ ରାଜ୍ୟ କ୍ୟାବିନେଟ୍ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ବହୁ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ନବୀନଙ୍କ ପଞ୍ଚମ ପାଳିର ଏହି ଶେଷ କ୍ୟାବିନେଟ୍ ବୈଠକ ଉପରେ ସମସ୍ତଙ୍କ ନଜର ରହିଛି। ବିଭିନ୍ନ ବିଭାଗର ପ୍ରାୟ ୨୦ରୁ ଅଧିକ ପ୍ରସ୍ତାବ ଉପରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି ବୋଲି ଜଣାପଡିଛି।






More Stories
ଅଥର୍ବ ବେଦରେ ଲୋକଙ୍କ ହିତ ପାଇଁ ମନ୍ତ୍ର ଚିକିତ୍ସା ଆଲୋଚନା…..
ପ୍ଲାଟିନମ୍ ଉପାଦାନ ଉତ୍ତୋଳନ ସଫଳ…..
ରୁପା ଆମଦାନୀ ଉପରେ କଟକଣା……