ରିପୋର୍ଟ କାର୍ଡ / ଭୁବନେଶ୍ୱର
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ କଂଗ୍ରେସ ଛାଡ଼ିବାପରେ ବିଜେଡିରେ ମିଶିଛନ୍ତି | ଆଜି ଶଙ୍ଖଭବନରେ ଆୟୋଜିତ ମିଶ୍ରଣ ପର୍ବରେ ଶ୍ରୀ ପାଣିଗ୍ରାହୀ ବିଜେଡିରେ ସାମିଲ ହୋଇଛନ୍ତି। ବିଜୁ ଜନତା ଦଳରେ ଯୋଗଦାନ ନେଇ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଘୋଷଣା କରିଛନ୍ତି। ସେ ନିଜର ବହୁ ସମର୍ଥକଙ୍କ ସହିତ ବିଜେଡିରେ ଯୋଗ ଦେଇଛନ୍ତି। ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସ ଓ ସ୍ନେହାଙ୍ଗିନୀ ଛୁରିଆ ଉପସ୍ଥିତ ଥିଲେ।






More Stories
୬ ସିଭିଲ ଜଜ୍ଙ୍କ ବଦଳି…..
ପଶ୍ଚିମବଙ୍ଗ ଗଲେ ମୁଖ୍ୟମନ୍ତ୍ରୀ…..
ଓଡ଼ିଶାରେ ଲାଗୁହେବ ପେସା ଆଇନ……