Report Card Odisha

| Daily Odia News

ଆଜି ନବୀନ ନିବାସରେ ବସୁଛି ବୈଠକ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ନବୀନ ନିବାସରେ ଟିକଟ ପାଇଁ ଚାଲିଛି କସରତ। ଆଜି ଭୁବନେଶ୍ୱର, କନ୍ଧମାଳ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ବୈଠକ ହେବ। ବୈଠକରେ ଭୁବନେଶ୍ୱର ପର୍ଯ୍ୟବେକ୍ଷକ ଶ୍ରୀମୟୀ ମିଶ୍ର ଓ ଗଂଜାମର ପର୍ଯ୍ୟବେକ୍ଷକ ପ୍ରଦୀପ ଅମାତ ସାମିଲ ହେବେ। ଭୁବନେଶ୍ୱର, ବ୍ରହ୍ମପୁର ଓ କନ୍ଧମାଳ ସଂସଦୀୟ କ୍ଷେତ୍ର ଓ ଏହା ଅଧିନରେ ଥିବା ବିଧାନସଭା କ୍ଷେତ୍ରର ନେତାଙ୍କୁ ନେଇ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଓ ଏହା ଅଧିନରେ ଥିବା ବିଧାନସଭା ପାଇଁ ବିଜେଡିରେ ଅନେକ ଅଶାୟୀ ଅଛନ୍ତି। ଏହି ସଂସଦୀୟ କ୍ଷେତ୍ରରେ ଅଧିକ ଗୋଷ୍ଠୀ କନ୍ଦଳ ମଧ୍ୟ ରହିଛି। କିପରି ଦଳ ତାକୁ ଚେକ୍ ଦେବ ସେନେଇ ସୁପ୍ରିମୋ ନବୀନ ପଟ୍ଟନାୟକ ଅଲୋଚାନା କରିବେ।

Breaking News