ରିପୋର୍ଟ କାର୍ଡ / ଭୁବନେଶ୍ୱର
ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ଅବସ୍ଥା ଗୁରୁତର ରହିଛି। ସଂକଟାପନ୍ନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଏବେ ଚିକିତ୍ସା ଚାଲିଥିବା ତାଙ୍କ ପୁଅ ସମ୍ବିତ ରାଉତରାୟ ସୂଚନା ଦେଇଛନ୍ତି। କହିଛନ୍ତି କି ୧୮ ତାରିଖ ବିଳମ୍ବିତ ରାତିରେ ଦାମ ରାଉତ ଅସୁସ୍ଥ ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ପ୍ରଥମେ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରିଥିଲେ। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ଦାମ ରାଉତଙ୍କର ବ୍ରେନ ଡେଡ୍ ହୋଇ ଯାଇଥିବା ତାଙ୍କ ପୁଅ ସୂଚନା ଦେଇଛନ୍ତି।






More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..