ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପଶ୍ଚିମବଙ୍ଗର ୪ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ହଟାଇବାକୁ ଆଜି ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ଏହି ଜିଲ୍ଲାଗୁଡ଼ିକ ହେଲା ପୂର୍ବ ମେଦିନୀପୁର, ଝାରଗ୍ରାମ, ପୂର୍ଣ୍ଣ ବର୍ଦ୍ଧମାନ ଓ ବୀରଭୂମ। ଆୟୋଗ କହିଛନ୍ତି ଯେ ଏହି ଜିଲ୍ଲାଗୁଡ଼ିକର ଜିଲ୍ଲାପାଳମାନେ ସିଧାସଳଖ କ୍ୟାଡରରୁ ନୁହଁନ୍ତି ବରଂ ଭାରତୀୟ ପ୍ରଶାସନିକ ସେବା, ଆଇଏଏସକୁ ପଦୋନ୍ନତି ପାଇଥିବାରୁ ସେମାନଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….