ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶା ପାଇଁ ପ୍ରାର୍ଥୀ ତାଲିକା ଜାରିକରିଛି ବିଜେପି । ଆଜି ଲୋକସଭା ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଛି । ସମ୍ୱଲପୁରରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ୱରରୁ ଅପରାଜିତା ଷଡଙ୍ଗୀ, ପୁରୀରୁ ସମ୍ୱିତ ପାତ୍ର, କେନ୍ଦ୍ରାପଡ଼ାରୁ ବୈଜୟନ୍ତ ପଣ୍ଡା, ବାଲେଶ୍ୱରରୁ ପ୍ରତାପ ଷଡଙ୍ଗୀ ପ୍ରାର୍ଥୀ ହୋଇଛନ୍ତି। ସେହିପରି କେନ୍ଦୁଝରରୁ ଅନନ୍ତ ନାୟକ, ମୟୂରଭଞ୍ଜରୁ ନବଚରଣ ମାଝୀ, ଭଦ୍ରକରୁ ଅଭିମନ୍ୟୁ ସେଠୀ, ଢେଙ୍କାନାଳରୁ ରୁଦ୍ର ନାରାୟଣ ପାଣି, ବଲାଙ୍ଗିରରୁ ସଙ୍ଗୀତା ସିଂହଦେଓ, କଳାହାଣ୍ଡିରୁ ମାଳବିକା କେଶରୀ ଦେଓ, ନବରଙ୍ଗପୁରରୁ ବଳଭଦ୍ର ମାଝୀ, ଜଗତସିଂହପୁରରୁ ବିଭୁ ପ୍ରସାଦ ତରାଇ, ଆସିକାରୁ ଅନିତା ଶୁଭଦର୍ଶିନୀ, ବ୍ରହ୍ମପୁରରୁ ପ୍ରଦୀପ ପାଣିଗ୍ରାହୀ, କୋରାପୁଟରୁ କାଲେରାମ ମାଝୀ, ବରଗଡ଼ରୁ ପ୍ରଦୀପ ପୁରୋହିତ, ସୁନ୍ଦରଗଡ଼ରୁ ଜୁଏଲ ଓରାମ ପ୍ରାର୍ଥୀ ହୋଇଛନ୍ତି |






More Stories
ମୁଖ୍ୟମନ୍ତ୍ରୀଙ୍କୁ ସୁଆଦ ବିଞ୍ଝାରପୁର ଦେଶୀଗାଈ କ୍ଷୀର…..
ସାଢ଼େ ୬ ଘଣ୍ଟା ପରେ ନଦୀରୁ ବାହାରିଲା କାର……
ମଣ୍ଡି ଦାୟିତ୍ଵରେ ରହିବେ ମନ୍ତ୍ରୀ…..