ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ହେପାଜତରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଛି। କେଜ୍ରିୱାଲଙ୍କ ରକ୍ତ ଶର୍କରା ପରିମାଣ ଲଗାତର ଭାବେ କମ୍ ବେଶୀ ହେଉଛି। ଅରବିନ୍ଦ କେଜ୍ରିୱାଲଙ୍କ ଶର୍କରା ସ୍ତର ୪୬କୁ ଖସି ଆସିଛି। ତେବେ ରକ୍ତ ଶର୍କରା ସ୍ତର ଏତେ କମ୍ ହେବା ଅତ୍ୟନ୍ତ ବିପଜ୍ଜନକ ହୋଇପାରେ ବୋଲି ଡାକ୍ତରମାନେ କହିଛନ୍ତି।






More Stories
ରାଜଧାନୀ ଏକ୍ସପ୍ରେସରେ ଭୟଙ୍କର ଅଗ୍ନିକାଣ୍ଡ…..
ଦେଶ ହେବ ନିଶାମୁକ୍ତ…..
ରୁପା ଆମଦାନୀ ଉପରେ କଟକଣା……