ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡି ଛାଡ଼ିଲେ ଉତ୍ତର ଭୁବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର। ସେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଛନ୍ତି। ଦଳରେ ନିରନ୍ତର ଅବହେଳା ଅଭିଯୋଗ କରି ସେ ଇସ୍ତଫା ଦେଇଛନ୍ତି। ପ୍ରିୟଦର୍ଶୀ ମିଶ୍ର ହେଉଛନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କ ଜ୍ୱାଇଁ।
More Stories
ଦେବାଶିଷଙ୍କ ପ୍ରାର୍ଥିପତ୍ର କାଏମ୍…..
ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ…..
ଆସୁଛି ବଡ଼ ବର୍ଷା: ଓଡ଼ିଶାରେ ୧୧ରୁ…..