ରିପୋର୍ଟ କାର୍ଡ / ଭୁବନେଶ୍ୱର
କଂଗ୍ରେସରୁ ଚିରଞ୍ଜୀବ ବିଶ୍ୱାଳ ଇସ୍ତଫା ଦେଇଥିବା ବେଳେ ବିଜେଡି ଛାଡିଛନ୍ତ ଆକାଶ ଦାସନାୟକ | ଚିରଞ୍ଜୀବ ୨୦୧୪ରେ ଜଗତସିଂହପୁରରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ବିଜେଡିର ପୂର୍ବତନ କୋରେଇ ବିଧାୟକ ତଥା ଅଭିନେତା ଆକାଶ ଦାସ ନାୟକ ଆଜି ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଛନ୍ତି। ବିଜେଡି ଛାଡ଼ିବା ପରେ ଆକାଶ କେଉଁ ଦଳକୁ ଯିବେ ସେନେଇ ସ୍ପଷ୍ଟ ହୋଇନାହିଁଁ।






More Stories
ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡପ ମଣ୍ଡପ ବିଜେ…..
ଓଡିଶା ଆସିବେ ରାଷ୍ଟ୍ରପତି !…..
ଦୁର୍ବଳ ହେବ ଲଘୁଚାପ:ଏହି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..