ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେପି ଛାଡି ବିଜେଡିରେ ଯୋଗ ଦେଇଛନ୍ତି ଭୃଗୁ ବକ୍ସିପାତ୍ର। ଶଙ୍ଖ ଭବନ ଆସି ଆନୁଷ୍ଠାନିକ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି। ଆଜି ସକାଳେ ଭୃଗୁ ବିଜେପିରୁ ଇସ୍ତଫା ଦେଇଥିଲେ। ୨୦୧୯ ନିର୍ବାଚନରେ ବ୍ରହ୍ମପୁର ଲୋକସଭା କ୍ଷେତ୍ରରୁ ଲଢିଥିଲେ ଭୃଗୁ। ବିଜେପି ଟିକେଟରୁ ଲୋକସଭା ଆସନ ପାଇଁ ପ୍ରାର୍ଥୀ ହୋଇଥିଲେ। ହେଲେ ନିର୍ବାଚନରେ ପରାସ୍ତ ହୋଇଥିଲେ।






More Stories
ଓଏଏସ୍ ଅଧିକାରୀଙ୍କ ବଦଳି……
୨୦ରୁ ଠିକାଦାରଙ୍କ ଆନ୍ଦୋଳନ…..
ପାରାଦୀପରେ ହେବ ବ୍ଲୁ ଫ୍ଲାଗ୍ ବିଚ୍…..