ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଫସିଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ନିଜ ଗିରଫଦାରୀ ଓ ନ୍ୟାୟିକ ହେପାଜତକୁ ବିରୋଧ କରି କୋର୍ଟରେ ଆବେଦନ କରିଥିଲେ। ଏହାପରେ କୋର୍ଟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ଜବାବ ତଲବ କରିଥିଲେ। ମଙ୍ଗଳବାର ଜବାବ ଦାଖଲ କରିଥିଲା। ଆଜି ଏହି ଆବେଦନର ଦିଲ୍ଲୀ ହାଇକୋର୍ଟରେ ଶୁଣାଣି ହୋଇଛି। ଉଭୟ ପକ୍ଷର ତର୍କ ଶୁଣିବା ପରେ କୋର୍ଟ ନିଜ ରାୟ ସଂରକ୍ଷିତ ରଖିଛନ୍ତି। ଆସନ୍ତାକାଲି କେଜ୍ରିଓ୍ୱାଲଙ୍କୁ ଗିରଫଦାରୀକୁ ମୁକ୍ତ ମିଳିବ ନା ନାହିଁ ସେ ନେଇ କୋର୍ଟ ନିଷ୍ପତ୍ତି ଶୁଣାଇବେ |






More Stories
ଇଣ୍ଡୋନେସିଆରେ ବିଜୁବାବୁଙ୍କୁ ମୋଦୀଙ୍କ ପ୍ରଶଂସା…..
ରନ୍ଓ୍ବେରେ ୨ ବିମାନ ମୁହାଁମୁହିଁ…..
ବଳାତ୍କାର ପରେ ହତ୍ୟା ମାମଲା: ଅଭିଯୁକ୍ତ ଏନକାଉଣ୍ଟରରେ ନିହତ…..