ରିପୋର୍ଟ କାର୍ଡ / ଆଠମଲ୍ଲିକ
ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଆଠମଲ୍ଲିକ ବିଧାୟକ ରମେଶ ସାଏ । ବ୍ୟକ୍ତିଗତ କାରଣ ଦର୍ଶାଇ ସେ ଦଳରୁ ଇସ୍ତଫାଦେଇଥିବା ଜଣାପଡିଛି । ପୂର୍ବରୁ ଦଳରେ କୋଣଠେସା ହୋଇପଡିଥିବା ଆଠମଲ୍ଲିକ ବିଧାୟକ ରମେଶ ସାଏ ଦଳ ଛାଡିବା ନେଇ ଚର୍ଚ୍ଚା ହେଉଥିଲା । ତେବେ ନଳିନୀକାନ୍ତ ପ୍ରଧାନଙ୍କୁ ପ୍ରାର୍ଥୀ କରାଯିବା ପରେ ସେ ଦଳ ଛାଡିଥିବା ଚର୍ଚ୍ଚା ହେଉଛି । ଅନ୍ୟପଟେ ସେ ଖୁବ୍ ଶୀଘ୍ର ବିଜେପିରେ ମିଶିବେ ବୋଲି ଶୁଣିବାକୁ ମିଳୁଛି ।






More Stories
୨୦ରୁ ଠିକାଦାରଙ୍କ ଆନ୍ଦୋଳନ…..
ପାରାଦୀପରେ ହେବ ବ୍ଲୁ ଫ୍ଲାଗ୍ ବିଚ୍…..
୩ ରାଜ୍ୟସଭା ଆସନ ଦଖଲ କରିବ ବିଜେପି….