ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡି ଛାଡ଼ିଛନ୍ତି ସୁନ୍ଦରଗଡ଼ର ବରିଷ୍ଠ ନେତା ସନ୍ତୋଷ ଅମାତ। ସେ ତାଙ୍କ ଟ୍ବିଟର୍ ହ୍ୟାଣ୍ଡେଲର ଦଳ ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଜଣାଇଛନ୍ତି। ଇସ୍ତଫାର କାରଣ ସମ୍ପର୍କରେ କିଛି ଉଲ୍ଲେଖ କରି ନଥିଲେ ମଧ୍ୟ ନିଜ ପ୍ରତିକ୍ରିୟାରେ ଚଳିତ ନିର୍ବାଚନରେ ସୁନ୍ଦରଗଡ଼ ଲୋକସଭା ହେଉ କି ବିଧାନସଭାରେ ତାଙ୍କୁ ପ୍ରାର୍ଥୀ ନ କରିବା ବା ଅନ୍ୟ କୌଣସି ସମ୍ମାନଜନକ ପଦରେ ଥଇଥାନ ନକରି କୋଣଠେସା କରିଦେବାରୁ ସେ ଦଳ ଛାଡ଼ିଥିବା କହିଛନ୍ତି।






More Stories
ହାତୀକୁ ଫାର୍ମହାଉସରେ ପୋତିଥିଲେ:୩ ଗିରଫ……
ରାଜଧାନୀରେ ବୁଲିଲା ଖଣ୍ଡା…..
ଆୟୁଷ୍ମାନ କାର୍ଡକୁ ନେଇ ବଡ଼ ସୂଚନା……