ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାରଙ୍କ ପକ୍ଷରୁ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ସ୍ତରରେ ଅଦଳବଦଳ କରାଯାଇଛି। ଶୁଭଙ୍କର ମହାପାତ୍ରଙ୍କୁ ଗ୍ରାମ୍ୟ ଉନ୍ନୟନ ନିର୍ଦେଶକ ଭାବେ ନିଯୁକ୍ତ ହୋଇଥିବାବେଳେ ସମର୍ଥ ବର୍ମାଙ୍କୁ ପୂର୍ତ୍ତ ବିଭାଗ ଅତିରିକ୍ତ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ବୀନିତ ଭରଦ୍ବାଜଙ୍କୁ ପଞ୍ଚାୟତିରାଜ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ପାରୁଲ ପଟ୍ଟାୱାରିଙ୍କୁ ଓପେପାର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି।






More Stories
ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡପ ମଣ୍ଡପ ବିଜେ…..
ଓଡିଶା ଆସିବେ ରାଷ୍ଟ୍ରପତି !…..
ଦୁର୍ବଳ ହେବ ଲଘୁଚାପ:ଏହି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..