ରିପୋର୍ଟ କାର୍ଡ / ମାଲକାନଗିରି
ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ହୋଇଛି। କରିଗୁଟା ଜଙ୍ଗଲରେ ପୋଲିସ ଏନକାଉଣ୍ଟରରେ ତିନି ହାର୍ଡ କୋର ମାଓବାଦୀ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ଗୋଟିଏ ଏଲଏମଜି , ଗୋଟିଏ ଏକେ-୪୭ ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଛି ପୋଲିସ। ଏନେଇ ସୂଚନା ଦେଇଛନ୍ତି ବିଜାପୁର ଆରକ୍ଷୀ ଅଧୀକ୍ଷକ ଜିତେନ୍ଦ୍ର ଯାଦବ। ଏବେ ବି ଜଙ୍ଗଲ ମଧ୍ୟରେ ଗୁଳିବିନିମୟ ଜାରି ରହିଛି।






More Stories
ଅସ୍ତ୍ର ବିରତି ସତ୍ତ୍ବେ ଇସ୍ରାଏଲର ଆକ୍ରମଣ ଜାରି….
ସାରା ରାଜ୍ୟ ଉପରେ ରହିବ ସରକାରଙ୍କ ନଜର….
ଆଜି ଆସାମ,କେରଳ ଓ ପୁଡୁଚେରୀ ନିର୍ବାଚନ…..