ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଗୋଟିଏ ଦିନରେ ଅଂଶୁଘାତରେ ୮ ଜଣ ଆକ୍ରାନ୍ତ ହୋଇଛନ୍ତି। ଅନୁଗୁଳର ସର୍ବାଧିକ ୫ ଜଣ ଅଂଶୁଘାତରେ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମୟୁରଭଞ୍ଜ, ସୁନ୍ଦରଗଡ ଏବଂ ଭୁବନେଶ୍ୱରରୁ ଜଣେ ଲେଖାଏଁ ଅସୁସ୍ଥ ହୋଇଛନ୍ତି। ଚଳିତ ବର୍ଷ ଏଯାବତ୍ ରାଜ୍ୟରେ ଅଂଶୁଘାତରେ କାହାର ମୃତ୍ୟୁ ହୋଇ ନାହିଁ। ଅଂଶୁଘାତ ପାଇଁ ସତର୍କ ରହିବାକୁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି।






More Stories
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..
ପାକିସ୍ତାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି…..