ରିପୋର୍ଟ କାର୍ଡ / ମାଲକାନଗିରି
ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ସୁକମା ଜିଲ୍ଲାରୁ ପୋଲିସ ଏବଂ ସିଆରପିଏଫ୍ କୋବ୍ରା ବାହିନୀର ମିଳିତ ଟିମ୍ ୬ ଦୁର୍ଦ୍ଦାନ୍ତ ମାଓବାଦୀଙ୍କୁ ଗିରଫ କରିଛି। ସେମାନେ ବହୁ ହିଂସାକାଣ୍ଡରେ ଜଡିତ ଥିବା ଏବଂ ସେମାନଙ୍କ ନାଁରେ ଅନେକ ମାମଲା ଥିବା ଜଣାପଡିଛି। ମାଓବାଦୀଙ୍କ ନିକଟରୁ ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ୧୯ଟି ବିଜିଏମ ବୋମା ସହ ଜିଲୋଟିନ୍ ଜବତ ହୋଇଥିବା ସୁକମା ଏସପି ସୂଚନା ଦେଇଛନ୍ତି।






More Stories
ବଳାତ୍କାର ପରେ ହତ୍ୟା ମାମଲା: ଅଭିଯୁକ୍ତ ଏନକାଉଣ୍ଟରରେ ନିହତ…..
ପ୍ରେମିକ ସହ ମିଶି ସ୍ବାମୀ କୁ ହତ୍ୟା କଲା ସ୍ତ୍ରୀ…..
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……