ରିପୋର୍ଟ କାର୍ଡ / ଭୁବନେଶ୍ୱର
କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟଙ୍କୁ ଦଳ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ଏଷନଇ ସୁର ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୁଁ ଅନ୍ୟ ଦଳ ପାଇଁ ପ୍ରଚାର କରିନାହିଁ। ମରିବା ପର୍ଯ୍ୟନ୍ତ କଂଗ୍ରେସରେ ହିଁ ରହିବି। ଏକଥା ମୁଁ କଂଗ୍ରେସ ନେତୃତ୍ୱଙ୍କୁ ଜଣାଇଦେବି। ମୋ ପୁଅ ପ୍ରାର୍ଥୀ ହୋଇଛି। ପୁଅ କଥା ଯିଏ ପଚାରିବ ମୁଁ କହିବି। ଦୀର୍ଘବର୍ଷ ଧରି ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ସାମିଲ ଅଛି। ଆଜି ବି ସବୁ କାର୍ଯ୍ୟକ୍ରମକୁ ଯାଉଛି। ତେଣୁ ପୁଅ ପାଇଁ ପ୍ରଚାର କରିବି ବୋଲି ସେ କହିଛନ୍ତି।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….