ରିପୋର୍ଟ କାର୍ଡ / ନୂଆପଡା
ନୂଆପଡା ଜିଲ୍ଲା ବିଜୁ ଯୁବ ଜନତା ଦଳର ସଭାପତି ହରିଶ୍ଚନ୍ଦ୍ର ପଣ୍ଡା ନିଜ ପଦ ଓ ବିଜେଡିର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫାପତ୍ର ଦଳୀୟ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀଙ୍କୁ ପଠାଇ ଥିବା ସୋଶାଲ ମିଡିଆରେ ସୂଚନା ଦେଇଛନ୍ତି। ଏ ସଂପର୍କରେ ଏକ ଭିଡିଓ ବାର୍ତ୍ତା ମଧ୍ୟ ଜାରି କରି ସୂଚନା ଦେଇଛନ୍ତି ହରିଶ୍ଚନ୍ଦ୍ର।
More Stories
ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡପ ମଣ୍ଡପ ବିଜେ…..
ଓଡିଶା ଆସିବେ ରାଷ୍ଟ୍ରପତି !…..
ଦୁର୍ବଳ ହେବ ଲଘୁଚାପ:ଏହି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..