ରିପୋର୍ଟ କାର୍ଡ / ଭୁବନେଶ୍ୱର
ବ୍ରହ୍ମପୁରର ବିଜେଡି ସାଂସଦ ଚନ୍ଦ୍ରଶେଖର ସାହୁ ଅସୁସ୍ଥ ହୋଇ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ହସ୍ପିଟାଲରେ ତାଙ୍କୁ ଭେଟି ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍, ସାଂସଦ ସସ୍ମିତ ପାତ୍ର ଓ ସାଂସଦ ମାନସ ମଙ୍ଗରାଜ। ଚନ୍ଦ୍ରଶେଖରଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ସେ ହସ୍ପିଟାଲରୁ ଡିସଚାର୍ଜ ହେବେ ବୋଲି ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।






More Stories
ଅଥର୍ବ ବେଦରେ ଲୋକଙ୍କ ହିତ ପାଇଁ ମନ୍ତ୍ର ଚିକିତ୍ସା ଆଲୋଚନା…..
ପ୍ଲାଟିନମ୍ ଉପାଦାନ ଉତ୍ତୋଳନ ସଫଳ…..
ରୁପା ଆମଦାନୀ ଉପରେ କଟକଣା……