ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଉ ୯ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ବାଲେଶ୍ୱରରୁ ଦଳ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କୁ ଟିକେଟ୍ ଦେଇଥିବା ବେଳେ ଭଦ୍ରକରୁ ଲଢ଼ିବେ ଅନନ୍ତ ପ୍ରସାଦ ସେଠୀ। ସେହିପରି ଯାଜପୁରରୁ ଅଞ୍ଚଳ ଦାସଙ୍କୁ ଟିକେଟ ଦିଆଯାଇଥିବା ବେଳେ ଢେଙ୍କାନାଳରୁ ସସ୍ମିତା ବେହେରା, କେନ୍ଦ୍ରାପଡ଼ାରୁ ସିଦ୍ଧାର୍ଥ ସ୍ୱରୂପ ଦାସ, ଜଗତସିଂହପୁରରୁ ରବୀନ୍ଦ୍ର ସେଠୀ, କେନ୍ଦୁଝରରୁ ମୋହନ ହେମ୍ବ୍ରମ, ପୁରୀରୁ ସୁଚରିତା ମହାନ୍ତି ଓ ଭୁବନେଶ୍ୱରରୁ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜଙ୍କୁ ଦଳ କରିଛି ପ୍ରାର୍ଥୀ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….