ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନିର୍ବାଚନ ସମୟରେ ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ ଏବଂ ଭୋଟର ଭେରିଫାଏବଲ୍ ପେପର ଅଡିଟ୍ ଟ୍ରେଲ୍ ବିଶ୍ୱସନୀୟତା ସମ୍ପର୍କରେ ସୂଚନା ଅଧିକାର (ଆରଟିଆଇ) ପ୍ରଶ୍ନର ଉତ୍ତର ନିର୍ବାଚନ ଆୟୋଗ ଦେଇନଥିବାରୁ କେନ୍ଦ୍ରୀୟ ସୂଚନା ଆୟୋଗ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ସିଆଇସି ଏହାକୁ ଆଇନର ଘୋର ଉଲ୍ଲଂଘନ ବୋଲି କହିବା ସହ ନିର୍ବାଚନ କମିଶନଙ୍କୁ ଲିଖିତ ସ୍ପଷ୍ଟୀକରଣ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।






More Stories
ରନ୍ଓ୍ବେରେ ୨ ବିମାନ ମୁହାଁମୁହିଁ…..
ବଳାତ୍କାର ପରେ ହତ୍ୟା ମାମଲା: ଅଭିଯୁକ୍ତ ଏନକାଉଣ୍ଟରରେ ନିହତ…..
୩୮ ଦୋଷୀଙ୍କୁ ଫାଶୀ,୧୧ ଙ୍କୁ ଆଜୀବନ ଦଣ୍ଡାଦେଶ…..