ରିପୋର୍ଟ କାର୍ଡ / ପୁରୀ
ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ସିଂହଦ୍ୱାର ପ୍ରତିହାରୀ ସେବା। ସିଂହଦ୍ୱାର ନିକଟରେ ଜଗିରହିଛନ୍ତି ପ୍ରତିହାରୀ ସେବକ। ଶ୍ରଦ୍ଧାଳୁଙ୍କୁ ଉପରେ ସେମାନେ ରଖିଛନ୍ତି ନଜର। କୌଣସି ଅଣହିନ୍ଦୁ ଯେପରି ମନ୍ଦିର ଭିତରକୁ ପ୍ରବେଶ ନକରନ୍ତି, ସେଥିପାଇଁ ନଜର ରଖିଛନ୍ତି। ଆଜିଠାରୁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ସକାଳୁ ଦ୍ୱାର ଫିଟା ସମୟରେ ଦୁଇ ଜଣ ଓ ସନ୍ଧ୍ୟାରେ ଆଳତି ସମୟରେ ୨ଜଣ ପ୍ରତିହାରୀ ସେବକ ମୁତୟନ ରହିବେ।






More Stories
ଝଡ଼ବର୍ଷା ସମ୍ଭାବନା !ୟେଲୋ ଓ୍ବାର୍ନିଂ ଜାରି…..
ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ହିଁ ଏକମାତ୍ର ସମାଧାନ…..
ବିନା ଫିଟନେସ୍, ବୀମା, ପରମିଟ୍ରେ ଗାଡ଼ି ଚଳାଇଲେ ହେବ ଜବତ…..