ରିପୋର୍ଟ କାର୍ଡ / ପୁରୀ
ଆସନ୍ତା ଜୁଲାଇ ୭ ତାରିଖରେ ମହାପ୍ରଭୁଙ୍କର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ ସମାପନ ଲାଗି ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଗତକାଲି ଦ୍ୱିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ନିର୍ବାଚନ ଥିବାରୁ ଆଦର୍ଶ ଆଚରଣ ବିଧିକୁ ଗୁରୁତ୍ୱର ସହ ନେଇ କାମ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଆଇନ ଶୃଙ୍ଖଳା ,ପାର୍କିଂ, ଟ୍ରାଫିକ ନିୟନ୍ତ୍ରଣ ସହ ନୀତିକାନ୍ତି ଶୃଙ୍ଖଳିତ କରିବା ଉପରେ ବୈଠକରେ ଆଲୋଚନା ହୋଇଛି। ଅନ୍ୟପକ୍ଷରେ ପ୍ରଭୁଙ୍କ ନବଯୌବନ ,ନେତ୍ରୋତ୍ସବ ଓ ରଥଯାତ୍ରା ଗୋଟିଏ ଦିନରେ ପଡ଼ୁଥିବାରୁ ତା ଉପରେ ବି ଆଲୋଚନା ହୋଇଛି।






More Stories
ନବୀନଙ୍କୁ ଟାର୍ଗେଟ୍ କଲେ ମନମୋହନ…..
ପ୍ରମିଳାଙ୍କ ବାସଭବନରେ ନେତାଙ୍କ ମେଳି…..
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..