ରିପୋର୍ଟ କାର୍ଡ / ଭୁବନେଶ୍ବର
ନିର୍ବାଚନୀ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ରାପଡା ଆସିବେ। ଏନେଇ ମାହାଙ୍ଗା ନିର୍ବାଚନ ମଣ୍ଡଳୀର ନିଶ୍ଚିନ୍ତକୋଇଲି ବଜାର ବନ୍ଧନ ମଣ୍ଡପରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରି ଭାଜପାର କେନ୍ଦ୍ରାପଡା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା କହିଛନ୍ତି। ସେ କହିଛନ୍ତି, କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ଓଡ଼ିଶା ଆସି କେନ୍ଦ୍ରାପଡା ଲୋକସଭା ଓ ମାହାଙ୍ଗା ବିଧାନସଭା କ୍ଷେତ୍ରରେ ପ୍ରଚାର କରିବେ।






More Stories
ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡପ ମଣ୍ଡପ ବିଜେ…..
ଓଡିଶା ଆସିବେ ରାଷ୍ଟ୍ରପତି !…..
ଦୁର୍ବଳ ହେବ ଲଘୁଚାପ:ଏହି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..