ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବ୍ୟାନ୍ ହୋଇ ସୋଶାଲ ମିଡିଆ ପ୍ଲାଟଫର୍ମ ‘X’। ଭାରତର ପଡୋଶୀ ଦେଶ ପାକିସ୍ତାନରେ ଟ୍ୱିଟର୍ ତଥା ଏକ୍ସକୁ ବ୍ୟାନ୍ କରାଯାଇଛି। ଚଳିତ ବର୍ଷ ପାକିସ୍ତାନରେ ଅନୁଷ୍ଠିତ ସାଧାରଣ ନିର୍ବାଚନ ପରଠାରୁ ଉପଭୋକ୍ତାମାନେ X କୁ ବ୍ୟବହାର କରିପାରୁ ନାହାଁନ୍ତି। ଏବେ ପାକିସ୍ତାନ ସରକାର ବର୍ତ୍ତମାନ ଏଲନ ମସ୍କଙ୍କ ଏହି ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜାତୀୟ ସୁରକ୍ଷା କଥା ଦର୍ଶାଇ ପାକିସ୍ତାନ ସରକାର X ଉପରେ ବ୍ୟାନ୍ ଲଗାଇ ଥିବା ସୂଚନା ମିଳିଛି।






More Stories
ଆଜି ରାତିରେ ବଡ ଯୁଦ୍ଧ ! ୮ଟା ଯାଏଁ ଡେଡ୍ଲାଇନ୍…..
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଇରାନର ଗୁପ୍ତଚର ମୁଖ୍ୟ ନିହତ…..