ରିପୋର୍ଟ କାର୍ଡ / ଭୁବନେଶ୍ବର
ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ ଆଜି କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ତାଙ୍କୁ ପ୍ରାର୍ଥୀ କରି ଟିକେଟ କାଟିବା ଦେବା ପରେ ଅସନ୍ତୁଷ୍ଟ ଥିଲେ ପ୍ରବୋଧ । କଂଗ୍ରେସ ତାଙ୍କୁ ସୁନ୍ଦରଗଡ଼ ଜିଲ୍ଲାର ତଳସରାରୁ ପ୍ରାର୍ଥୀ କରିଥିଲା। କିନ୍ତୁ ପରେ ତାଙ୍କ ଟିକେଟ କାଟି ଦେବେନ୍ଦ୍ର ଭିଟାରିଆଙ୍କୁ ଦଳ ସେଠାରୁ ପ୍ରାର୍ଥୀ କରିଥିଲା।






More Stories
ହାତୀକୁ ଫାର୍ମହାଉସରେ ପୋତିଥିଲେ:୩ ଗିରଫ……
ହାଜତ ମୃତ୍ୟୁର ରିପୋର୍ଟ ମାଗିଲେ NHRC…..
ବଢିଲା ବସ୍ ଭଡ଼ା…..