ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୫ରୁ ଖରା ଛୁଟି ଘୋଷଣା କଲେ ରାଜ୍ୟ ସରକାର। ୨୨ରୁ ୨୪ ତାରିଖ ଯାଏଁ ସକାଳ ୬ଟା ୩୦ରୁ ୧୦ଟା ୩୦ ପାଠପଢ଼ା ହେବ। ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନେଇଛନ୍ତି ଏହି ନିଷ୍ପତ୍ତି। ଛାତ୍ରଛାତ୍ରୀ ମାନେ କୌଣସି ପ୍ରକାର ସ୍ୱାସ୍ଥ୍ୟଗତ ଅସୁବିଧାରେ ନ ପଡିବେ, ସେ ନେଇ ରାଜ୍ୟ ସରକାର ଚଳିତ ଖରା ଛୁଟି ଘୋଷଣା କରିଛନ୍ତି।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..