ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବିଜେଡି ଛାଡି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ବିଜେପିରେ ଯୋଗ ଦେଇଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ସଭାପତି ଗୀତାଞ୍ଜଳି ସେଠୀ। ସେ କେନ୍ଦ୍ରାପଡ଼ା ବିଧାନସଭା ଆସନରୁ ବିଜେପି ପ୍ରାର୍ଥୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଆଗରୁ ମଧ୍ୟ ଗୀତାଞ୍ଜଳି ବିଜେଡିରେ ଥିଲେ। ଏଣୁ ଏହା ତାଙ୍କର ଘରବାହୁଡ଼ା ବୋଲି କୁହାଯାଉଛି।






More Stories
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..
ପାକିସ୍ତାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି…..