ରିପୋର୍ଟ କାର୍ଡ / ହିନ୍ଦୋଳ
ଟିକେଟ୍ କଟିଲା ପରେ ଦଳ ଛାଡ଼ିଲେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ। ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଗତକାଲି ସୀମାରାଣୀଙ୍କ ନାଁ ନଥିଲା। ତାଙ୍କ ସ୍ଥାନରେ ସାଂସଦ ମହେଶ ସାହୁଙ୍କୁ ହିନ୍ଦୋଳ ବିଧାନସଭା ଆସନ ଟିକେଟ୍ ଦେଇଛି ବିଜେଡି। ଏହି ପ୍ରାର୍ଥୀ ତାଲିକା ପ୍ରକାଶ ପାଇବା ପରେ ଗତକାଲି ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ସୀମାରାଣୀ । ପାର୍ଟି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ବ୍ୟକ୍ତିଗତ ସମସ୍ୟା ପାଇଁ ଇସ୍ତଫା ଦେଉଥିବା ଲେଖିଛନ୍ତି ସୀମାରାଣୀ।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..