ରିପୋର୍ଟ କାର୍ଡ / ବାରିପଦା
ବ୍ୟାଙ୍କ ଅଫ୍ ଇଣ୍ଡିଆ କାର୍ଯ୍ୟାଳୟର ତୃତୀୟ ମହଲାରେ ଲାଗିଲା ନିଆଁ । ୪ ଜଣ କର୍ମଚାରୀ ଆହତ ହୋଇଥିବା ବେଳେ ସେମାନଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ବ୍ୟାଙ୍କ ଭିତରେ ଏବେ ବି କିଛି ଲୋକ ଓ ଅନ୍ୟ କର୍ମଚାରୀ ମାନେ ଫସି ରହିଛନ୍ତି। ନିଆଁକୁ ଆୟତ୍ତ କରିବା ପାଇଁ ୨ଟି ଅଗ୍ନିଶମ ବାହିନୀ ନିୟୋଜିତ ଅଛନ୍ତି। ବ୍ୟାଙ୍କ ଭିତରେ ଅନେକ କର୍ମଚାରୀ ଫଶି ରହିଥିବା ଆଶଙ୍କା କରାଯାଉଛି। ଧୂଆଁ ଅଧିକ ହେଉଥିବାରୁ ନିଆଁ ଲିଭାଇବା କଷ୍ଟକର ହୋଇପଡ଼ିଛି। ବ୍ୟାଙ୍କର ତୃତୀୟ ମହଲାରେ ଥିବା କ୍ୟାଣ୍ଟିନରେ ଗ୍ୟାସ ସିଲିଣ୍ଡର ଫାଟି ନିଆଁ ଲାଗିଯାଇଥିବା ସୂଚନା ମିଳିଛି।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….