ରିପୋର୍ଟ କାର୍ଡ / ମୟୂରଭଞ୍ଜ
ବିଜୁ ଜନତା ଦଳରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ବିଜୟ କୁମାର ନାଏକ | ସେ କରଞ୍ଜିଆ ବିଧାନସଭା ଆସନ ପାଇଁ ବିଜେଡିରୁ ଟିକେଟ ଆଶାୟୀ ଥିଲେ । ଏଥିସହ ଚଳିତ ନିର୍ବାଚନରେ ସେ ସ୍ୱାଧୀନ ପ୍ରାର୍ଥୀ ଭାବରେ ପ୍ରତିଦ୍ଵନ୍ଦ୍ଵିତା କରିବେ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।
More Stories
ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡପ ମଣ୍ଡପ ବିଜେ…..
ଓଡିଶା ଆସିବେ ରାଷ୍ଟ୍ରପତି !…..
ଦୁର୍ବଳ ହେବ ଲଘୁଚାପ:ଏହି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..