ରିପୋର୍ଟ କାର୍ଡ / ଭୁବନେଶ୍ୱର
ବାକିଥିବା ୩ ବିଧାନସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିଛି | ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ନୀଳଗିରି ବିଧାନସଭା ଆସନରୁ ସୁକାନ୍ତ କୁମାର ନାୟକ ପ୍ରାର୍ଥୀ ହୋଇଥିବା ବେଳେ କୋରେଇରୁ ପ୍ରାର୍ଥୀ ହୋଇଛନ୍ତି ସନ୍ଧ୍ୟାରାଣୀ ଦାସ (ବବି ଦାସଙ୍କ ମା)। ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଟିକେଟ ଦେଇଛି ଦଳ। ଦେବଗଡ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ବଦଳାଇଛି ଦଳ। ଏଠାରେ ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ପ୍ରାର୍ଥୀ କରିଛି ବିଜେଡି।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..