Report Card Odisha

| Daily Odia News

ଘାଟିରେ ଓଲଟିଲା ଅଟୋ, ୧୮ ଆହତ…..

ରିପୋର୍ଟ କାର୍ଡ / ନବରଙ୍ଗପୁର

ଝରିଗାଁ ଚନ୍ଦାହାଣ୍ଡି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଘାଟିରେ ଏକ ଅଟୋ ଓଲଟି ପଡିଛି। ଏଥିରେ ୧୮ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛି |

Breaking News