ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୧୫ ତାରିଖରେ ପୁଣି ଓଡ଼ିଶା ଆସିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। କଂଗ୍ରେସ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ମାଗିବାକୁ ରାହୁଲ ବଲାଙ୍ଗୀର ଆସିବେ। ଏଠାରେ ସେ କଂଗ୍ରେସର ଲୋକସଭା ଓ ବିଧାନସଭା ପ୍ରାର୍ଥୀମାନଙ୍କ ପାଇଁ ପ୍ରଚାର କରିବେ। ରାହୁଲ ବାଇକ ରାଲି ସହ ଜନସଭାରେ ଲୋକଙ୍କୁ ସମ୍ବୋଧନ କରିବେ। ରାହୁଲ ଗାନ୍ଧିଙ୍କ ଗସ୍ତକୁ ନେଇ ବଲାଙ୍ଗୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ସୂଚନା ଦେଇଛନ୍ତି। ସେହିଦିନ ଅର୍ଥାତ ମେ’ ୧୫ରେ ବିଜେପି ପ୍ରାର୍ଥୀଙ୍କ ପ୍ରଚାର ପାଇଁ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଧ୍ୟ ଓଡ଼ିଶା ଆସୁଛନ୍ତି।






More Stories
ଡିଜିପି ଅନୁରାଗ ଧନଖରଙ୍କ ଆତ୍ମହତ୍ୟା…..
ପ୍ରବଳ ବର୍ଷା ନେଇ ସତର୍କ…..
ସଂଶୋଧିତ ଇଂଲିଶ ବନାନ ତ୍ୱରିତ କାର୍ଯ୍ୟକାରୀ ଲାଗି ନିର୍ଦ୍ଦେଶ…..