ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ଦ୍ୱାଦଶ ଶ୍ରେଣୀର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି । ସିବିଏସଇ ବୋର୍ଡ ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀ ବୋର୍ଡର ଅଫିସିଆଲ୍ ୱେବସାଇଟ୍, cbseresults.nic.in କିମ୍ବା cbse.gov.in ରେ ଫଳାଫଳ ଯାଞ୍ଚ କରିପାରିବେ । ଚଳିତ ବର୍ଷ ପାସ୍ ହାର ୮୭.୯୮ ପ୍ରତିଶତ ରହିଛି। ଗତ ବର୍ଷ ତୁଳନାରେ ଚଳିତ ବର୍ଷ ୦.୬୫ ପ୍ରତିଶତ ଭଲ ପ୍ରଦର୍ଶନ କରିଛନ୍ତି ଛାତ୍ରଛାତ୍ରୀ। ଗତବର୍ଷ ୮୭.୩୩ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଥିଲେ।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଇରାନର ଗୁପ୍ତଚର ମୁଖ୍ୟ ନିହତ…..
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..