ରିପୋର୍ଟ କାର୍ଡ / କଟକ
ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ପାଇଁ ବଢ଼ିଲା ଅଡୁଆ | କଟକ ଜେଏମଏଫସି ଆଜି ଅନୁଭଙ୍କ ନାଁରେ ଗିରଫ ବିହୀନ ଗିରଫ ପରୱାନା ଜାରି ହୋଇଛି | ଚାର୍ଜଫ୍ରେମ୍ ପାଇଁ ହାଜର ନ ହୋଇ ବାରମ୍ବାର ସମୟ ମାଗୁଥିବରୁ ରୁ NBW ଜାରି ହୋଇଥିବା ସୂଚନା ମିଳିଛି । ୨୩ ତାରିଖ ସୁଦ୍ଧା ୱାରେଣ୍ଟ କାର୍ଯ୍ୟକାରୀ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ବର୍ଷାଙ୍କ ଘରୋଇ ହିଂସା ମାମଲାରେ ଜେ ଏମ ଏଫ୍ ସି ସ୍ଵତନ୍ତ୍ର କୋର୍ଟ ତାଙ୍କୁ ଓ ତାଙ୍କ ସହଯୋଗୀ ଖଗେନ୍ଦ୍ର ସାହୁ ଓ ସୁଜିତ ଦଳେଇଙ୍କୁ ଚାର୍ଜ ଫ୍ରେମ କରିଥିଲେ।






More Stories
୨୦ରୁ ଠିକାଦାରଙ୍କ ଆନ୍ଦୋଳନ…..
ପାରାଦୀପରେ ହେବ ବ୍ଲୁ ଫ୍ଲାଗ୍ ବିଚ୍…..
୩ ରାଜ୍ୟସଭା ଆସନ ଦଖଲ କରିବ ବିଜେପି….