ପୁରୀ: ପୁରୀରେ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ । ଆଜି ସକାଳୁ ଭୁବନେଶ୍ୱରରୁ ପୁରୀ ଆସି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ମୂର୍ତିଙ୍କ ଦର୍ଶନ କରିଛନ୍ତି । ଶ୍ରୀମନ୍ଦିର ସିଂହଦ୍ୱାର ସମୁଖରେ ପହଁଚିବା ପରେ ସିଂହାରି ସେବାୟତ ଖନଡୁଆ ତାଙ୍କୁ ମନ୍ଦିର ଭିତରକୁ ପାଛୋଟି ନେଇଥିଲେ। ସେ ପତିତ ପାବନଙ୍କୁ ଦର୍ଶନ କରିବାପରେ ୨୨ ପାହାଚ ଦେଇ ପ୍ରଭୁଙ୍କ ମଙ୍ଗଳ ଆଳତୀ ଦର୍ଶନ କରିଥିଲେ । ପୂର୍ବ ଘୋଷଣା ମୁତାବକ କଙ୍ଗନା ଆଜି ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।





More Stories
ଅଭିଜିତ୍ ମଜୁମଦାରଙ୍କ ପରଲୋକ…..
ଅପରାଜିତାଙ୍କୁ ବସନ୍ତ ନାୟକ ସ୍ମୃତି ସମ୍ମାନ…..
ଟିକସ ଛାଡ଼ ହେଲା “ଧୁରନ୍ଧର”…..