ରିପୋର୍ଟ କାର୍ଡ / ଭୁବନେଶ୍ୱର
ବ୍ରହ୍ମପୁର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲାରେ ଅଭିଯୁକ୍ତ ଶିବଶଙ୍କର ଦାସଙ୍କୁ ଗିରଫ କରିଛି ପୋଲିସ। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ପୋଲିସ ତାଙ୍କୁ ଜେଲକୁ ପଠାଇଦେଇଛି। ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଓରଫ୍ ପିଣ୍ଟୁ ଦାସଙ୍କ ବିରୋଧରେ ପୋଲିସ ହତ୍ୟା ଉଦ୍ୟମ ଦଫା ଲଗାଇ ମାମଲା ରୁଜୁ କରିଛି। ଗତକାଲି ପ୍ରଦୀପଙ୍କୁ ଆକ୍ରମଣ କରିଥିଲେ ଶିବଶଙ୍କର। ଅନ୍ୟପକ୍ଷରେ ପ୍ରଦୀପଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର କରାଯାଇଛି।






More Stories
ପାରାଦୀପରେ ହେବ ବ୍ଲୁ ଫ୍ଲାଗ୍ ବିଚ୍…..
୩ ରାଜ୍ୟସଭା ଆସନ ଦଖଲ କରିବ ବିଜେପି….
ସଚିବଙ୍କୁ ଛୁଟି ମନା…..