ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେପି ଛାଡି ବିଜେଡିରେ ସାମିଲ ହୋଇଛନ୍ତି ସତ୍ୟବାଦୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିୟାରସିଂହ। ଆଜି ଶଙ୍ଖ ଭବନରେ ବିଜେଡି ବିଧାୟକ ସଞ୍ଜୟ ଦାସବର୍ମା ଓ ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ଦଳରେ ଯୋଗ ଦେଇଛନ୍ତି। ଚଳିତ ନିର୍ବାଚନରେ ସେ ବିଜେପିରୁ ଆଶାୟୀ ପ୍ରାର୍ଥୀ ଥିଲେ। ହେଲେ ଦଳ ତାଙ୍କୁ ଟିକେଟ ନଦେବାରୁ କ୍ଷୋଭ ପ୍ରକାଶ କରି ଦଳ ଛାଡିଥିଲେ। ବିଜେଡିରେ ସାମିଲ ହେଉ ହେଉ ବିଜେପି ନେତାଙ୍କ ଉପରେ ବର୍ଷିଛନ୍ତି ରମାରଞ୍ଜନ।






More Stories
ସେବା ବିଳମ୍ବ କଲେ ତଣ୍ଡ ଗଣିବେ ବାବୁ…..
ପୁଣି ଲଘୁଚାପ ସମ୍ଭାବନା…..
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……