ରିପୋର୍ଟ କାର୍ଡ / ଭୁବନେଶ୍ବର
ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ। ଏନେଇ ଆଜି ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି। ରାହୁଲ ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖଡଗେ ମେ ୨୬, ୨୭ ଓ ୨୮ ତାରିଖରେ ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର ବିଭିନ୍ନ ସ୍ଥାନରେ ଦଳ ପାଇଁ ପ୍ରଚାର କରିବେ ବୋଲି ଅଜୟ କୁମାର କହିଛନ୍ତି। ସୂଚନାଯୋଗ୍ୟ, ଗତ ୧୫ ତାରିଖ ଭାରତୀୟ ଜାତୀୟ କଂଗ୍ରେସର ପୂର୍ବତନ ସଭାପତି ତଥା ଷ୍ଟାର୍ ପ୍ରଚାରକ ରାହୁଲ ଗାନ୍ଧୀ ବଲାଙ୍ଗୀର ଗସ୍ତ କରି ସ୍ଥାନୀୟ କଳାମଣ୍ଡଳ ପଡ଼ିଆଠାରେ ସାଧାରଣ ସଭାରେ ଯୋଗ ଦେଇଥିଲେ।






More Stories
୩ ରାଜ୍ୟସଭା ଆସନ ଦଖଲ କରିବ ବିଜେପି….
ସଚିବଙ୍କୁ ଛୁଟି ମନା…..
ପଟ୍ଟାରେ ଲାଗିବ କ୍ୟୁଆର୍ କୋଡ୍…..