ରିପୋର୍ଟ କାର୍ଡ / ଅନୁଗୁଳ
ପୁରୀରେ ରୋଡ ଶୋ’ ପରେ ଅନୁଗୁଳରେ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅନୁଗୁଳରେ ସିଧାସଳଖ ବିଜେଡି ସରକାରକୁ ଟାର୍ଗେଟ କରି ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏପରିକି ଏଥର ବିଜେଡି ସରକାର ଯିବା ଥୟ ବୋଲି କହିବା ସହ ଅନୁଗୁଳ ବାସିନ୍ଦାଙ୍କୁ ଆସନ୍ତା ୧୦ ତାରିଖରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବକୁ ନିମନ୍ତ୍ରଣ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ପାଖରୁ ଦେଖିବାକୁ ଅସହ୍ୟ ଖରାରେ ବି ପ୍ରବଳ ଲୋକ ଗହଳି ଦେଖିବାକୁ ମିଳିଛି। ଆସନ୍ତୁ, ଜାଣିବା ଅନୁଗୋଳ ସଭାରେ କ’ଣ କହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..